Site icon ଆଜିକାଲି

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାରାୟଣ ଦେବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବରେଣ୍ୟ ସାଧକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଆଜି ଜୟନ୍ତୀ। ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷା, କୁଟୀର ଶିଳ୍ପ, କୃଷି, ଗମନାଗମନର ବିକାଶ ସହ ଓଡ଼ିଆ ଭାଷା, ସାହିତ୍ୟକୁ ଆହୁରି ବ୍ୟାପକ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ବୋଲି ଗଜପତିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି।

Exit mobile version