ଭୁବନେଶ୍ବର : ମୁଖ୍ୟ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଶ୍ରୀ ଆହୁଜା ମୁଖ୍ୟ ସଚିବ ସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଦାୟିତ୍ବ ସହ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ଏନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
July 16, 2024
0 Comment
73 Views
ଓଏସ୍ପିସିବି ଅଧ୍ୟକ୍ଷ ହେଲେ ମନୋଜ ଆହୁଜା
by Editor