Site icon ଆଜିକାଲି

ଓଏସଏସସି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜ୍ୟ ବାହାରୁ ମାଷ୍ଟରମାଇଣ୍ଡ ଗିରଫ

ବାଲେଶ୍ୱର : ଓଏସଏସସି ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାର ମାଷ୍ଟରମାଇଣ୍ଡକୁ ରାଜ୍ୟ ବାହାରୁ ମାଷ୍ଟରମାଇଣ୍ଡକୁ ଗିରଫ କଲା ବାଲେଶ୍ୱର ପୋଲିସ । ମାଷ୍ଟରମାଇଣ୍ଡ ସମେତ ଅନ୍ୟ କେତେ ଜଣଙ୍କୁ ଧରିଛି ପୋଲିସ । ପୂର୍ବରୁ ଏହି ମାମଲାରେ ୯ ଜଣ ଗିରଫ ହୋଇଥିଲେ । ତେବେ ଗୁରୁବାର ଅପରାହ୍ନରେ ପ୍ରେସମିଟ୍ କରି ସବିଶେଷ ତଥ୍ୟ ରଖିବେ ବାଲେଶ୍ୱର ଜିଲା ଆରକ୍ଷୀ ଅଧିକ୍ଷ ସାଗରିକ ନାଥ ।

Exit mobile version