Site icon ଆଜିକାଲି

ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି। ସୋମବାର ବିଧାନସଭାରେ ଏହି ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

୨୦୨୩-୨୪ରେ ୧୭୯୨ ପୁରୁଷ ବନ୍ଧ୍ୟାକରଣ କରିଛନ୍ତି। ୨୦୨୧-୨୨ରେ ୯୯୧, ୨୦୨୨-୨୩ରେ ୧୫୬୯ ପୁରୁଷ ବନ୍ଧ୍ୟାକରଣ କରିଛନ୍ତି । ୨୦୨୩-୨୪ରେ ୮୦୪୦୩ ମହିଳା ବନ୍ଧ୍ୟାକରଣ କରିଛନ୍ତି। ୩ ବର୍ଷରେ ମୋଟ୍‌ ୨ ଲକ୍ଷ ୫୯ ହଜାର ୮୨୨ ଜଣ ବନ୍ଧ୍ୟାକରଣ କରିଛନ୍ତି।

Exit mobile version