Site icon ଆଜିକାଲି

ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପରାମର୍ଶ, ଜରୁରୀ ନ ଥିଲେ ଇରାନ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ : ଭାରତୀୟ ନାଗରିକଙ୍କୁ ଇରାନ ଯାତ୍ରାରୁ ଦୂରେଇ ରହିବାକୁ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପରାମର୍ଶ ଦେଇଛି। ଇରାନରେ ରହୁଥିବା ଲୋକମାନେ ସତର୍କ ରହିବା ସହ ତେହେରାନରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗରେ ରହିବାକୁ ମନ୍ତ୍ରଣାଳୟ ଏକ ଟ୍ରାଭେଲ ଆଡଭାଇଜରି ଜାରି କରି ଅନୁରୋଧ କରିଛି। ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଏହି ଅଞ୍ଚଳରେ ସାମ୍ପ୍ରତିକ ନିରାପତ୍ତା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

Exit mobile version