Site icon ଆଜିକାଲି

ଓଆରଏଚଡିସି ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି, ୨୨ରେ ପରବର୍ତ୍ତୀ ଶୁଣାଣି

କଟକ : ଓଆରଏଚଡିସି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ମଧ୍ୟ ବଜାୟ ରହିଛି। ଆସନ୍ତା ଫେବ୍ରୁଆରୀ ୨୨ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍‌‌ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଦଣ୍ଡାଦେଶ ଦେଇଥିଲେ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ

Exit mobile version