Site icon ଆଜିକାଲି

ସ୍କୁଟି ଚାଳକଙ୍କୁ ଧକ୍କା ଦେଲା ମୋ ବସ୍

ଭୁବନେଶ୍ୱର : ଭୁବନେଶ୍ୱର ଫାୟାର ଷ୍ଟେସନ ଛକ ବିବେକାନନ୍ଦ ହସ୍ପିଟାଲ ନିକଟରେ ଦୁର୍ଘଟଣା । ସ୍କୁଟି ଚାଳକଙ୍କୁ ଧକ୍କା ଦେଲା ମୋ ବସ୍। ଫଳରେ ସ୍କୁଟି ଚାଳକ ଗୁରୁତର ଭାବରେ ଆହତ ହୋଇଛନ୍ତି । ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ଘଟାଇଥିବା ମୋ ବସ୍ କୁ ଅଟକ ରଖି ପୋଲିସ ଛାନଭିନ୍ ଜାରି ରଖିଛି।

Exit mobile version