Site icon ଆଜିକାଲି

ଆସନ୍ତା ୩-୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ୱର – ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବା ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ । ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି। ଏ ବର୍ଷ ମୌସୁମୀ ବାୟୁ ମେ’୨୯ ତାରିଖରେ କେରଳରେ ପ୍ରବେଶ କରିଥିଲା । ଏବର୍ଷ ଦେଶରେ ଭଲ ମୈ।ସୁମୀ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Exit mobile version