Site icon ଆଜିକାଲି

ସାଂସଦ ମାନସ ମଙ୍ଗରାଜ ରାଜ୍ୟସଭାରେ ବିଜେଡିର ମୁଖ୍ୟ ସଚେତକ ନିଯୁକ୍ତ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ସାଂସଦ ମାନସ ରଂଜନ ମଙ୍ଗରାଜଙ୍କୁ ରାଜ୍ୟସଭାରେ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ଏହି ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହେବ ବୋଲି ବିଜୁ ଜନତା ଦଳ ପକ୍ଷରୁ ଜାରି ପ୍ରେସ ରିଲିଜରେ କୁହାଯାଇଛି।

FacebookTwitterLinkedinWhatsapp
Exit mobile version