Site icon ଆଜିକାଲି

ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣକୁ ନିନ୍ଦା କଲେ ବାଂଲାଦେଶର ନୂଆ ନେତା ମହମ୍ମଦ ୟୁନୁସ

ନୂଆଦିଲ୍ଲୀ : ବାଂଲାଦେଶର ମଧ୍ୟବର୍ତ୍ତିକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସ ହିଂସା ପ୍ରଭାବିତ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିବା ସହ ସେମାନଙ୍କୁ ଜଘନ୍ୟ ବୋଲି କହିଛନ୍ତି। ସମସ୍ତ ହିନ୍ଦୁ, ଖ୍ରୀଷ୍ଟିଆନ ଓ ବୌଦ୍ଧ ପରିବାରକୁ କ୍ଷତିରୁ ରକ୍ଷା କରିବା ପାଇଁ ନୋବେଲ ବିଜେତା ୟୁନୁସ ଆନ୍ଦୋଳନରେ ଅଗ୍ରଣୀ ଥିବା ଛାତ୍ରଛାତ୍ରୀମାନଙ୍କୁ ଅନୁରୋଧ କରିଛନ୍ତି।

Exit mobile version