Site icon ଆଜିକାଲି

ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ଲଗାତର ତୃତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବା ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ତୃତୀୟ ପାଳି ସଫଳ ହେବା ସହ ତାଙ୍କ ସରକାର ଲୋକଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବେ ବୋଲି ବିଜେଡି ସଭାପତି ଆଶା ପ୍ରକାଶ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଭାରତ ବିକାଶର ନୂଆ ସୋପାନରେ ପହଞ୍ଚୁ ବୋଲି ନବୀନ କହିଛନ୍ତି।

Exit mobile version