Site icon ଆଜିକାଲି

ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦିଙ୍କ ସୁସ୍ୱାସ୍ଥ୍ୟ ଓ ଦୀର୍ଘଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version