Site icon ଆଜିକାଲି

ନବ ନିଯୁକ୍ତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଆଜି ରାଜ୍ୟ କାର୍ଯ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଓଡ଼ିଶାରେ ରାଜ୍ୟ ସଭାପତି ଭାବେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ସାଂସଦ ମନମୋହନ ସାମଲଙ୍କୁ ନିଯୁକ୍ତି ଦେଇଛନ୍ତି । ଏହି ଅବସରରେ ଆଜି ଅପରାହ୍ନ ୩ଟା ୩୦ ମିନିଟ ସମୟରେ ରାଜ୍ୟ କାର୍ଯ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାମାନେ ଉପସ୍ଥିତ ରହିବେ ।

Exit mobile version