Site icon ଆଜିକାଲି

ସୂର୍ଯ୍ୟପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା


ଭୁବନେଶ୍ୱର: ଆସନ୍ତା ୨୫ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।

ତଦନୁଯାୟୀ ଅକ୍ଟୋବର ୨୫ ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ସଂସ୍ଥା ବନ୍ଦ ରହିବ ।

Exit mobile version