Site icon ଆଜିକାଲି

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି। ଗତ ସପ୍ତାହରେ କ୍ୟାବିନେଟ୍‌ ବୈଠକ ବସି ୩୨ଟି ପ୍ରସ୍ତାବ ପାରିତ ହୋଇଥିଲା। ମାତ୍ର ୭ ଦିନ ବ୍ୟବଧାନରେ ପୁନର୍ବାର କ୍ୟାବିନେଟ୍‌ ଡକାଯାଇଥିବାରୁ ଏହା ଉପରେ ସମସ୍ତଙ୍କ ନଜର ରହିଛି।

Exit mobile version