Site icon ଆଜିକାଲି

ଓଡ଼ିଶା ଇନଭେଷ୍ଟର୍ସ ମିଟ୍ : ଅପାର ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଚୈତନ୍ୟ ଦେଶାଇଙ୍କ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ :ମୁମ୍ବାଇରେ ଓଡିଶା ଇନଭେଷ୍ଟର୍ସ ମିଟ୍ ଆରମ୍ଭ ହୋଇଛି । ଆୟୋଜିତ ଓଡିଶା ଇନଭେଷ୍ଟର୍ସ ମିଟରେ ଅପାର ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଚୈତନ୍ୟ ଦେଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ତାଙ୍କୁ ଓଡ଼ିଶାରେ ନିବେଶ କରିବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ସବୁ ପ୍ରକାର ସହେଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନିଜେ ଶିଳ୍ପପତିଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ଏସବିଆଇ ଅଧ୍ୟକ୍ଷ ଦୀନେଶ ଖାନ୍ନା, ୱରି ଇଞ୍ଜିନିୟର୍ସର ଅଧ୍ୟକ୍ଷ ହିତେଶ ଯୋଶୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Exit mobile version