Site icon ଆଜିକାଲି

ଭୋଟ୍ ଦିନ ଧାମନଗରରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର : ଧାମନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ନଭେମ୍ବର ୩ ତାରିଖରେ ଭୋଟ ଗ୍ରହଣ ହେବ । ଭୋଟ ଗ୍ରହଣ ଦିନକୁ ଧାମନଗରରେ ସରକାରୀ ଛୁଟି ଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସେହି ଦିନ ଧାମନଗର ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଓ ବ୍ୟାଙ୍କ ଛୁଟି ରହିବ ।

Exit mobile version