Site icon ଆଜିକାଲି

୧୫ରେ ବର୍ଷା ଓ ଅନୁଭବ ପାରିବାରିକ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି କରିବେ ହାଇକୋର୍ଟ

କଟକ : ହାଇକୋର୍ଟରେ ବର୍ଷା ଓ ଅନୁଭବ ପାରିବାରିକ ମାମଲାର ପୂର୍ଣ୍ଣାଙ୍ଗ ଶୁଣାଣି ଆସନ୍ତା ସେପ୍ଟେମ୍ବର ୧୫ରେ ହେବ । ସୋସିଆଲ ମିଡିଆରେ ଅନୁଭବ ମହାନ୍ତି ଭିଡିଓ ଛାଡି ବିଭିନ୍ନ କଥା କହୁଥିବା ବେଳେ ବର୍ଷା ପ୍ରିୟଦର୍ଶିନୀ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଗତ ମେ’ ୨୭ରେ ହାଇକୋର୍ଟ ଏ ସଂପର୍କିତ ମାମଲାର ଶୁଣାଣି କରି ବର୍ଷାଙ୍କ ବ୍ୟକ୍ତିଗତ ପ୍ରସଙ୍ଗକୁ ନେଇ ଅନୁଭବ ମହାନ୍ତି ଆଉ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ପରସ୍ପରକୁ ଆକ୍ଷେପ କରି ଆବେଦନକାରୀ ବର୍ଷା ଓ ପ୍ରତିପକ୍ଷ ଅନୁଭବ କୌଣସି ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ପାରିବେ ନାହିଁ ବୋଲି ହାଇକୋର୍ଟ କହିଥିଲେ

Exit mobile version