Site icon ଆଜିକାଲି

ମୋ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର : ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ସଡକ ଦୁର୍ଘଟଣା । ମୋ ବସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି।

ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସକୁ ଅଟକ ରଖିଥିଲେ। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

Exit mobile version