0 Comment
କୋଣାର୍କ : ଦୀର୍ଘ ୧୨୦ ବର୍ଷ ପରେ ବିଶ୍ୱପ୍ରସିଦ୍ଧ କୋଣାର୍କ ମନ୍ଦିରରୁ ବାଲି କଢାଯିବ । ଆଜି ଏଥିପାଇଁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା-ଏଏସ୍ଆଇ ପକ୍ଷରୁ ଭୂମି ପୂଜା କରାଯାଇଛି। ଉନ୍ନତ ବୈଷୟିକ ଜ୍ଞାନକୌଶଳ ସହାୟତାରେ ମନ୍ଦିରର ଗର୍ଭଗୃହରୁ ବାଲି କାଢ଼ିବାକୁ ଯୋଜନା ହୋଇଛି । ମନ୍ଦିର ଭିତରୁ ବାଲି କାଢ଼ିବା ଲାଗି ପ୍ରାୟ ୩ ବର୍ଷ ସମୟ ଲାଗିବ ବୋଲି ଆକଳନ କରାଯାଇଛି । ବାଲି କାଢ଼ିବା ପାଇଁ ବୈଷୟିକ ଜ୍ଞାନ କୌଶଳ ଯୋଗାଇବାକୁ ବିଡିଆର... Read More