0 Comment
ଭୁବନେଶ୍ୱର : ରାଜ୍ୟର ସରକାରୀ ଓ ଘରୋଇ ଇଂଜିନିୟରିଂ କଲେଜଗୁଡ଼ିକରେ ନାମଲେଖା ଅବଧିକୁ ୫ ଦିନ ବୃଦ୍ଧି କରାଯାଇଛି । ଆଜି ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଏ ପ୍ରସଙ୍ଗରେ ଏକ ବୈଠକ ସୋଇଥିଲା । ଜଣାପଡ଼ିଛି ଯେ ବର୍ତ୍ତମାନ ସୁଦ୍ଧା ସରକାରୀ ଓ ବେସରକାରୀ ଇଂଜିନିୟରିଂ କଲେଜଗୁଡ଼ିକରେ ୧୨ ହଜାର ୫୩୬ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ୪... Read More