0 Comment
ବରଗଡ଼: ପଦ୍ମପୁର ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀନୀ ବର୍ଷା ସିଂ ବରିହା। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବହୁ ନେତା ଓ ସମର୍ଥକ ସେଠାରେ ଉପସ୍ଥିତ ଥିଲେ। ଛକାପଞ୍ଝା ଭିତରେ ପ୍ରଥମ ଦଳୀୟ ପ୍ରାର୍ଥୀ ଭାବେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସୂଚନା ଯେ, ଆଜି ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବା ବେଳେ ପ୍ରଥମେ ସ୍ଵାଧୀନ ପ୍ରାର୍ଥୀ... Read More