0 Comment
ଭୁବନେଶ୍ୱର : ରାଜ୍ୟର ୨୦ ସହରରେ ୧୫ ଡିଗ୍ରୀ ତଳେ ତାପମାତ୍ରା। ଥଣ୍ଡାରେ ଥରୁଛି ଜି .ଉଦୟଗିରି । କନ୍ଧମାଳ ଜି.ଉଦୟଗିରିରେ ପାରଦ ଖସି ୭.୨ ଡିଗ୍ରୀକୁ ଚାଲି ଆସିଛି । ଅସହ୍ୟ ଥଣ୍ଡାରେ ଥରୁଛି ସାରା ଅଞ୍ଚଳ ।ଫୁଲବାଣୀ ତାପମାତ୍ରା ୧୦ ଦଶମିକ ୫ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି କୋରାପୁଟ ଜିଲାର ସେମିଳିଗୁଡ଼ାରେ ତାପମାତ୍ରା ୯ ଡିଗ୍ରୀ ଥିବା ରେକର୍ଡ ହୋଇଛି । ଦାରିଙ୍ଗବାଡିରେ ୧୧ ଡିଗ୍ରୀ ତାପମାତ୍ରା ଥିବା ରେକର୍ଡ ହୋଇଛି ।... Read More