0 Comment
ବାଲି: ଇଣ୍ଡୋନେସିଆର ବାଲିରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନର ଭାରତୀୟ ବଂଶୋଦ୍ଭବ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ସାକ୍ଷାତ। ମୋଦୀ ମଧ୍ୟ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଭେଟିଥିଲେ । ଏଥର ଜି-୨୦ ଶିଖର ସମ୍ମିଳନୀର ବିଷୟବସ୍ତୁ ହେଉଛି ‘ଖାଦ୍ୟ ସୁରକ୍ଷା’। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ଖାଦ୍ୟ ଏବଂ... Read More