0 Comment
ପୁରୀ : ଆଜି ପବିତ୍ର କାର୍ତ୍ତିକ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ପଞ୍ଚୁକର ଚତୁର୍ଥ ଦିବସରେ ଆଜି ଆଜି ହେଉଛି କାର୍ତ୍ତିକ ମାସ ପଞ୍ଚକର ଚତୁର୍ଦ୍ଦଶୀ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଚିତାକର୍ଷକ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି ।... Read More