0 Comment
ଆଠଗଡ : ଆଜି ପଞ୍ଚୁକର ଦ୍ୱିତୀୟ ଦିନ । ଦ୍ୱିତୀୟ ଦିନରେ ଦୁର୍ଲଭ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଭର୍ଚୁଆଲ ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଝୁଲାପୋଲ ଏବଂ ମନ୍ଦିର ବେଢାରେ ୧୪୪ ଧାରା ବଳବତ୍ତର ରହିଛି । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂର୍ଣ୍ଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ବାସ... Read More