0 Comment
ନୂଆଦିଲ୍ଲୀ : ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମିଜୋରାମ ଗସ୍ତରେ ଯାଇ ଆଇଜଲଠାରେ ଭାରତୀୟ ଜନ ସଂଚାର ସଂସ୍ଥାନ (ଆଇଆଇଏମ୍ସି)ର ଉତ୍ତର ପୂର୍ବାଞ୍ଚଳ ଆଞ୍ଚଳିକ କେନ୍ଦ୍ରର ସ୍ଥାୟୀ କ୍ୟାମ୍ପସକୁ ଉଦ୍ଘାଟନ କରିଛନ୍ତି । ଏହି କେନ୍ଦ୍ରରୁ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଷୟକ ଇଂରାଜୀ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମ ସହିତ ଡିଜିଟାଲ ପାଠ୍ୟକ୍ରମ ପ୍ରଦାନ କରାଯିବ । ଏହାବ୍ୟତୀତ ଏହି କେନ୍ଦ୍ରରୁ ମଧ୍ୟ ସ୍ପଳ୍ପ ଅବଧିର ଗଣମାଧ୍ୟମ ଓ ଯୋଗାଯୋଗ ପାଠ୍ୟକ୍ରମ ପ୍ରଦାନର ବ୍ୟବସ୍ଥା କରାଯାଇଛି ।... Read More