0 Comment
ମୁମ୍ବାଇ : ଦେଶରେ ଡିଜିଟାଲ କରେନ୍ସି ଆରମ୍ଭ କରିବାକୁ ଘୋଷଣା କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ)। ଇ-ରୂପୀର ପାଇଲଟ ପ୍ରଜେକ୍ଟ ଆଜି ଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ କେବଳ ଟିଜିଟାଲ ଟଙ୍କା-ହୋଲସେଲର ପ୍ରଚଳନ କରାଯିବ । ପରୀକ୍ଷାମୂଳକ ଭାବେ ଏହାର ପ୍ରଚଳନ କେତେକ ସୀମିତ କ୍ଷେତ୍ରରେ କରାଯିବ ବୋଲି ଆରବିଆଇ ପକ୍ଷରୁ କୁହାଯାଇଛି । ଏହି ପାଇଲଟ ପ୍ରକଳ୍ପରେ ୯ଟି ବ୍ୟାଙ୍କ- ଷ୍ଟେଟ ବ୍ୟାଙ୍କ, ବ୍ୟାଙ୍କ ଅଫ ବରୋଦା, ୟୁନିୟନ ବ୍ୟାଙ୍କ, ଏଚଡିଏଫସି... Read More