0 Comment
ଭୁବନେଶ୍ୱର :ସରକାରୀ ହସ୍ପିଟାଲଗୁଡ଼ିକରେ ସକ୍ରିୟ ଦଲାଲମାନେ ରୋଗୀ ଓ ସେମାନଙ୍କର ସମ୍ପର୍କୀୟଙ୍କୁ ବିଭ୍ରାନ୍ତିକର ତଥ୍ୟ ଦେଇ ଘରୋଇ ହସ୍ପିଟାଲ ଓ ନର୍ସିଂହୋମରେ ଚିକିତ୍ସା ନିମନ୍ତେ ପ୍ରବର୍ତ୍ତାଇଲେ ଏଣିକି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରିକି ଯଦି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନେ ଏହି ଦଲାଲମାନଙ୍କ ସହ ମିଶିଥିବାର ପ୍ରମାଣ ମିଳିଲେ ସେମାନଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସହ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ । ଦଲାଲଙ୍କୁ ଚିହ୍ନଟ କରି ସ୍ଥାନୀୟ ଥାନାରେ ସେମାନଙ୍କ ବିରୋଧରେ... Read More