0 Comment
ଭୁବନେଶ୍ବର : ଚାଷୀଙ୍କ ପାଇଁ ଆହୁରି ସହଜ ହେବ ଋଣ ଆବେଦନ ବ୍ୟବସ୍ଥା । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କ ପାଇଁ ଖୋଲିଲା ନୂଆ ପୋର୍ଟାଲ ‘ସଫଳ’ । ଦେଶର ସର୍ବପ୍ରଥମ ସହଜ ଓ ସୁବିଧାଜନକ କୃଷି ଓ କୃଷି ଉଦ୍ୟୋଗ ଋଣ ଆବେଦନ ପୋର୍ଟାଲ ‘ସଫଳ’ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟାଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ୍ ପ୍ଲାଟଫର୍ମରେ ଯୋଗ ଦେଇ ‘ସଫଳ’ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ଏହି... Read More