0 Comment
ଭୁବନେଶ୍ଵର : ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ଜାରି ରହିଛି । ସେହିପରି ଦୈନିକ କରୋନା ସଂକ୍ରମଣ ଶହେ ତଳେ। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲାରୁ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି... Read More