0 Comment
ରିୱା: ମଧ୍ୟପ୍ରଦେଶର ରିୱା ନିକଟରେ ଜାତୀୟ ରାଜପଥ -୩୦ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ପାଇ ସୋହାଗି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍ରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିଛି। ଗୁରୁତର ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମଧ୍ୟପ୍ରଦେଶ-ଉତ୍ତରପ୍ରଦେଶ ସୀମାବର୍ତ୍ତୀ ସୁହାଗି ପର୍ବତ ନିକଟରେ ଜାତୀୟ ରାଜପଥ-୩୦ ରେ ଶୁକ୍ରବାର ରାତିରେ ଏହି ଦୁର୍ଘଟଣା ଘଟିଛି। ସୂଚନାନୁସାରେ,... Read More