0 Comment
କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା-ଓଟିଇଟି ୨୦୨୨ ପାଇଁ ଦ୍ୱିତୀୟ ଥର ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ଆସନ୍ତା ୨୬ ତାରିଖ ଯାଏଁ ପରୀକ୍ଷାର୍ଥୀମାନେ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ୧୦ ତାରିଖରୁ ଆରମ୍ଭ ହୋଇଥିବା ବେଳେ ୧୯ ତାରିଖରେ ଶେଷ ହେବାର ଥିଲା। ହେଲେ ବହୁ ଆଶାୟୀ ଅନଲାଇନ୍ରେ ଆବେଦନ କରିବାରେ ଅସୁବିଧାର ସମ୍ମୁଖୀନ ହୋଇଥିବା ନେଇ... Read More