0 Comment
ଭୁବନେଶ୍ୱର : ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି)ରୁ ବିଦା ହେଲେ ଧାମନଗର ଉପ-ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଧାମନଗର ଉପ-ନିର୍ବାଚନ ପାଇଁ ଏବେ ପ୍ରଚାର ଜୋରସୋରରେ ଚାଲିଥିବାବେଳେ ବିଜେଡି, ବିଜେପି, କଂଗ୍ରେସ ଭଳି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ମଧ୍ୟ ଜୋରଦାର ପ୍ରଚାର କରୁଛନ୍ତି । ବିଜେଡି ଟିକେଟରୁ ବଂଚିତ ହେବା ପରେ ଅସନ୍ତୁଷ୍ଟ ଥିଲେ ରାଜେନ୍ଦ୍ର । ଆଉ ତାଙ୍କୁ ମନାଇବା ପାଇଁ... Read More