0 Comment
ରାଉରକେଲା : ସୁନ୍ଦରଗଡ଼ ଜିଲା ବଣାଇ ଶୁଣ୍ଢୀକୋଣ ଗାଁର ଏକ ପୋଖରୀରୁ ଯୁବକଙ୍କ ମୃତଦେହ ଠାବ । ଏନେଇ ଗାଁ ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ୪ ଜଣଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ସୂଚନା ଯେ, ବଣାଇ ଶୁଣ୍ଢୀ କୋଣ ଗାଁରେ ରହୁଥିବା ରାଜେଶ କୁମାର ସାହୁ ମଙ୍ଗଳବାର ସନ୍ଧ୍ୟାରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। କିଛି ସମୟ ପରେ ପୋଖରୀରେ ତାଙ୍କର ମୃତଦେହ ଭାଶୁଥିବାର... Read More