0 Comment
ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ନାମାଙ୍କନ ଦାଖଲର ଶେଷ ଦିନରେ ସ୍ଵାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇବେ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ଦଳରୁ ଟିକଟ ନପାଇ ଆଜି ନିଜର ସମର୍ଥକଙ୍କ ଗହଣରେ ଆସି ଭଦ୍ରକ ବ୍ଲକ ପରିସରରେ ସେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଶୁକ୍ରବାର ସକାଳେ ଗଣମାଧ୍ୟମକୁ ସେ ସୂଚନା ଦେଇଛନ୍ତି। ରାଜେନ୍ଦ୍ର ଦାସ ପ୍ରାର୍ଥୀପତ୍ର ଦାଖଲ... Read More