0 Comment
ବାଲେଶ୍ଵର : ବାଲେଶ୍ଵର ଜିଲାର କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ।ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି । ଶ୍ରୀ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍ ଛିନ୍ନଗଦିଲିସ୍ଥିତ ଫ୍ଲାଟ, ଭୁବନେଶ୍ବର ସୁନ୍ଦରପଦାରେ ଥିବା ଫ୍ଲାଟ, ମୟୁରଭଞ୍ଜ ବାରିପଦା ମୁର୍ଗାବାଡି ସ୍ଥିତ ସରକାରୀ ବାସଭବନରେ ଚଢାଉ... Read More