0 Comment
ଜଳେଶ୍ୱର : ବାଲେଶ୍ୱର ଜିଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟରେ ବସ୍କୁ ପଛ ପଟୁ ଧକ୍କା ଦେଲା କଣ୍ଟେନର । ଏହି ଦୁର୍ଘଟଣାରେ କାହାର ମୃତ୍ୟୁ ହୋଇନଥିବା ବେଳେ କିଛି ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଯେ, ବସ୍ଟି ପଶ୍ଚିମବଙ୍ଗ ବୀରଭୂମି ଜିଲା ମୁରାରୋଇ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଆସୁଥିଲା । ହେଲେ ଲକ୍ଷ୍ମଣ... Read More