0 Comment
ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ। ପିତାମାତା ଆପଣଙ୍କ ଉପରେ କୌଣସି କଥାକୁ ନେଇ କ୍ରୋଧିତ ହୋଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଲେ ଆପଣ ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ଭାଇଭଉଣୀଙ୍କ ମଧ୍ୟରେ ଚାଲିଥିବା ମତଭେଦ ଦୂର ହେବ। ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ଯଥେଷ୍ଟ... Read More