0 Comment
ବାଲେଶ୍ୱର : ଆସନ୍ତା ଗଣେଶ ପୂଜା ଶାନ୍ତିଶୃଙ୍ଖଳାର ସହ ପାଳନ ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସଦ୍ଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ସହକାରୀ ଜିଲାପାଳ ସ୍ୱାଗତିକା ଦାସଙ୍କ ସମେତ ବିଭିନ୍ନ ପୂଜା କମିଟିର ସଦସ୍ୟ, ପୋଲିସ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜିଲାରେ କିଭଳି ସୁରୁଖୁରୁରେ ଗଣେଶ ପୂଜା ଆୟୋଜିତ... Read More