0 Comment
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବି କିଛି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଚେତାବନୀ ଜାରି ହୋଇଛି। ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ ଅବପାତର ରୂପ ନେବାର... Read More