0 Comment
ଭୁବନେଶ୍ବର – ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ବି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ଦିନ ଏକ ଲଘୁଚାପବଳୟ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର... Read More