0 Comment
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୬ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୪ ଜଣ ୧୮ ବର୍ଷରୁ କମ ବୟସ୍କ ଅଛନ୍ତି। ସଙ୍ଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵରରୁ ୪, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୧, ବୈ।ଦ୍ଧରୁ ୨ , କଟକରୁ ୨୦ , ଢେଙ୍କାନାଳରୁ ୨, ଦେବଗଡ଼ରୁ ୨ , ଗଜପତିରୁ... Read More