0 Comment
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ କର୍ଣ୍ଣାଟକ ହିଜାବ ମାମଲାରେ ସୁପ୍ରିମକୋର୍ଟ ଜଷ୍ଟିସ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ ସୁଦର୍ଶନ ଧୁଲିଆଙ୍କ ଖଣ୍ଡପୀଠରେ ଆଜି ମାମଲାର ଶୁଣାଣି ହୋଇଛି । ଶୁଣାଣି କରି କର୍ଣ୍ଣାଟକ ସରକାରଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ । ବୁଧବାର ଏହାର ପରବର୍ତ୍ତୀ ଶୁଣାଣି ହେବାନେଇ ସୁପ୍ରିମକୋର୍ଟ ସୂଚନା ଦେଇଛନ୍ତି । ଗତ ମାର୍ଚ୍ଚ ୧୫ ରେ କର୍ଣ୍ଣାଟକ ହାଇକୋର୍ଟଙ୍କ ରାୟ ଶୁଣାଣି ପରେ ଶ୍ରେଣୀଗୃହରେ ହିଜାବ ପିନ୍ଧିବାକୁ... Read More