0 Comment
ଭୁବନେଶ୍ୱର : ରାଜ୍ୟରେ କମିବାରେ ଲାଗିଛି ଦୈନିକ କୋରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୦୩ ନୂଆ ଆକ୍ରାନ୍ତ। ଏମାନଙ୍କ ମଧ୍ୟରେ ୩୧ ଜଣ ହେଉଛନ୍ତି ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାଲେଶ୍ଵର ଜିଲ୍ଲାରୁ ୫, ବରଗଡ଼ରୁ ୧୧, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୪, ବୈ।ଦ୍ଧରୁ ୧, କଟକରୁ ୧୦, ଦେବଗଡ଼ରୁ ୪, ଗଜପତିରୁ ୩, ଜଗତସିଂହପୁରରୁ... Read More