0 Comment
ପୁରୀ : ଶ୍ରୀମନ୍ଦିରରେ ପାରମ୍ପରିକ ବିଧାନରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଠାରୁ ଚାଲିଆସିଥିବା ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ବେଶ ହେଉଛି କୃଷ୍ଣ ବଳରାମ ବେଶ ।ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୁଏ କୃଷ୍ଣ ବଳରାମ ବେଶ। ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଭାବରେ ଓ ବଳଭଦ୍ରଙ୍କୁ ବଳରାମ ଭାବରେ ସୁସଜ୍ଜିତ କରାଯାଏ । ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରନ୍ତି । ଉଭୟ କୃଷ୍ଣ (ଜଗନ୍ନାଥ)... Read More