0 Comment
ଭୁବନେଶ୍ବର : ଲଘୁଚାପ ସୃଷ୍ଟି ହେବା ଫଳରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆସନ୍ତା ୧୧ ତାରିଖ ଯାଏ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ସମୁଦ୍ର ଅଶାନ୍ତ ରହିବ। ଏଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ୧୧ ଜିଲ୍ଲାକୁ ଅରେଞ୍ଜ... Read More