0 Comment
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ବର୍ଷା ଜାରି ରହିଛି। ଆଜି ଠାରୁ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ। ୧୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣି କେନ୍ଦ୍ର। ମୌସୁମୀ ର ସକ୍ରିୟତା ବୃଦ୍ଧି ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ... Read More