0 Comment
ଭୋଗରାଇ: ଶାଶୂବୋହୂ କଳିର କରୁଣ ପରିଣତି। ବୋହୂ ସହିତ କଳି କରି ଗୋଟିଏ ଗାଁରେ ଥିବା ଦୁଇଟି ପରିବାରର ୨ଜଣ ଶାଶୂ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଳେଶ୍ବରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ସଙ୍ଗେ ସଙ୍ଗେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଏଭଳି ଘଟଣା ଘଟିଛି... Read More