0 Comment
କେନ୍ଦ୍ରାପଡା : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ପର୍ଯ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ୱାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି। ନୂତନ ଲୁଣା ନର୍ସରୀ, ସେଲ୍ଫି ପଏଣ୍ଟ, ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ, ବୋଟ ଲାଇବ୍ରେରୀ ଓ ବ୍ୟାଟେରୀ ବୋଟ ଆଦିକୁ ପ୍ରସ୍ତୁତ ରଖାଯାଇଛି। ସେହିପରି କଟେଜ୍, ମିୟୁଜିୟମ, ବୋଟ୍ ଓ ବ୍ୟାଟେରୀ ଚାଳିତ ଗାଡ଼ି ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଭିତରକନିକାକୁ ଜଳପଥରେ ପ୍ରବେଶ କରି ହେବ। ସ୍ଥଳପଥରେ... Read More